ଗୋଟିଏ ପଟେ ଆଂଶିକ ସୂର୍ଯ୍ୟ ପରାଗ ଅନ୍ୟପଟେ ଚାଲିଥିଲା ବିରିୟାନି ମାଡ଼। ଥାଳିରେ ବିରିୟାନି ଧରି ଖାଉଥିଲେ ଲୋକେ। ପୁରା କାଳରୁ ଚାଲି ଆସିଥିବା ଅବୈଜ୍ଞାନିକ ପରମ୍ପରା କହି ପରାଗରେ ବିରିୟାନି ଖାଇଥିଲେ ଭୁବନେଶ୍ୱରରେ ଥିବା କେତେକ ହେତୁବାଦୀ।
https://youtu.be/Sf59iTgNv5E
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଗାୟକ ଦିଲଜିତ ଦୋସାଞ୍ଜଙ୍କୁ ତେଲାଙ୍ଗାନା ସରକାରଙ୍କ ନୋଟିସ୍
ଆଜି ହାଇଦ୍ରାବାଦରେ ଗାୟକ ଦିଲଜିତ ଦୋସାଞ୍ଜଙ୍କ ମ୍ୟୁଜିକ୍ କନ୍ସର୍ଟର କାର୍ଯ୍ୟକ୍ରମ ରହିଛି।
National
ନିଜ ମାଲିକଙ୍କୁ କାମୁଡ଼ି ଲହୁଲୁହାଣ କଲା ପୋଷା କୁକୁର
୨୬ ବର୍ଷୀୟ ଯୁବକଙ୍କ ମୁହଁକୁ କାମୁଡ଼ି ଲହୁଲୁହାଣ କରିଛି ନିଜ ପୋଷା ପିଟ୍ବୁଲ୍ କୁକୁର। ଡାକ୍ତରଖାନାରେ ଅସ୍ତ୍ରୋପଚାର ପରେ ଚିକିତ୍ସାଧୀନ ଅଛନ୍ତି ଯୁବକ।
National
ଅଣନିଃଶ୍ୱାସୀ କରୁଛି ରାଜଧାନୀ ପ୍ରଦୂଷଣ: କାଲି ଠାରୁ ଏହି ସବୁ କାମ ବନ୍ଦ
ବୁଧବାର ସକାଳୁ ଏପରି ସ୍ଥିତି ଲାଗି ରହିଥିବା ବେଳେ ଦିଲ୍ଲୀରେ ବାୟୁର ଗୁଣବତ୍ତା ସାଂଘାତିକ ସ୍ତରକୁ ଖସି ଯାଇଛି। ଏବେ ଦିଲ୍ଲୀର ଏକାଧିକ ଅଞ୍ଚଳରେ ବାୟୁର ଗୁଣବତ୍ତା ସୂଚକାଙ୍କ ୪୦୦ ଉପରେ ରହିଛି।