ଆର୍‌ଡି ଛାତ୍ରୀଙ୍କୁ ହତ୍ୟାକରି ଫିଙ୍ଗିଦେଲେ ଦୁଇ ଯୁବକ!

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ହତ୍ୟାକରି ଯାଜପୁର ଜିଲ୍ଲାରେ ଫିଙ୍ଗିଦେଲେ ଦୁଇ ଯୁବକ। ଏପରି ଅଭିଯୋଗ ଯାଜପୁର ଜିଲ୍ଲାରୁ ଆସିଛି। ଯାହା ସିସିଟିଭିରେ କଏଦ ହୋଇଛି। ସେହି ଆଧାରରେ ପୁଲିସ୍ 2 ଜଣଙ୍କୁ ଚିହ୍ନଟ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।