ଟିମ ଇଣ୍ଡିଆ କ୍ୟାପଟେନ ରୋହିତ ଶର୍ମାଙ୍କୁ ନେଇ ଉଠିଲା ପ୍ରଶ୍ନ। ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତିକୁ ନେଇ ହେଉଛନ୍ତି ଟ୍ରୋଲ। ସୋସିଆଲ ମିଡିଆରେ ବର୍ଷୁଛନ୍ତି ଟିମ ଇଣ୍ଡିଆ ପ୍ରଶଂସକ। ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲି ନା ରୋହିତ ଶର୍ମା? କ୍ୟାପଟେନ ବଦଳିବା ଉଚିତ କି?
https://youtu.be/_CQlPphKXT8
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।
Politics
ଜିତିଲେ ରାଜ୍ୟପାଳଙ୍କ ବୋହୂ, ହାରିଲେ ଓଡ଼ିଶାର କଂଗ୍ରେସ ପ୍ରଭାରୀ
ପୂର୍ଣ୍ଣିମା ୧,୦୭,୧୯୧ ଖଣ୍ଡ ଭୋଟ ପାଇଥିବା ବେଳେ ଅଜୟ କୁମାରଙ୍କୁ ୬୪,୩୨୦ ଖଣ୍ଡ ଭୋଟ ମିଳିଛି।
National
ବାପା ହାରିଲେ, ଝିଅ ଜିତିଲେ
ମହାରାଷ୍ଟ୍ରରେ ୨୮୮ଟି ଆସନରୁ ବିଜେପି ମେଣ୍ଟ ୨୩୪ଟି ବିଜୟ ଲାଭ କରୁଥିବା ସ୍ପଷ୍ଟ ହେଉଛି। ଏହି ମେଣ୍ଟ ୨୨୦ଟି ଆସନରେ ବିଜୟୀ ହୋଇସାରିଥିବା ବେଳେ ୧୪ଟିରେ ଆଗରେ ରହିଛି।
Politics
୭ମ ଥର ପାଇଁ ସଢ଼େଇକଳାରୁ ଜିତିଲେ ଚମ୍ପାଇ ସୋରେନ
ଚମ୍ପାଇ ସୋରେନ ନିର୍ବାଚନର ଠିକ ପୂର୍ବରୁ ବିଜେପିରେ ସାମିଲ ହୋଇଥିଲେ। ତା’ ପୂର୍ବରୁ ସେ ବିଜେପିର ପ୍ରବଳ ବିରୋଧୀ ଥିଲେ।