ସାଲିଆସାହିରେ ବେଆଇନ ଦେଶୀ ମଦ ତିଆରି ଚାଲୁଥିବା ବେଳେ କମିଶନରେଟ୍ ପୋଲିସ ଚଢ଼ଉ କରିଥିଲା। ଆଉ ଏତିକି ବେଳେ ଡିସିପି ଆଉ ଏହି ପିଲାମାନଙ୍କ ମଧ୍ୟରେ ଚାଲିଥିଲା ଥଟ୍ଟାମଜା। ଡିସିପିଙ୍କ ସହ ଏମାନେ କଥା ହେବା ସହ ତାଙ୍କୁ ଚକୋଲେଟ ଅଫର କରିଥିଲେ। ସେପଟେ ଡିସିପି ମଧ୍ୟ ଏହି ପିଲାମାନଙ୍କ ମୁଣ୍ଡ ଆଉଁଶି ଦେବା ସହ ତାଙ୍କ ସହ ମନଖୋଲି କଥା ହେଇଥିଲେ।
https://youtu.be/zf0c0tZPpGo
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।
Politics
ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହଙ୍କ ମନ୍ତବ୍ୟ; କହିଲେ- ନବୀନ ଓ ନୀତୀଶଙ୍କୁ ଭାରତରତ୍ନ ମିଳିବା ଉଚିତ
ନୀତୀଶ କୁମାରଙ୍କ ଦଳ ଏବେ ବିଜେପି ନେତୃତ୍ୱାଧୀନ ଏନ୍ଡିଏରେ ଅଛି। ନବୀନଙ୍କ ନେତୃତ୍ୱାଧୀନ ବିଜେଡି ଏକଦା ଏନ୍ଡିଏରେ ଥିଲା।