ବରିଷ୍ଠ ଆଇପିଏସ୍ ସତ୍ୟନାରାୟଣ ପ୍ରଧାନ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ-ଏନ୍ସିବିର ପୂର୍ଣ୍ଣକାଳୀନ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ୨୦୨୪ ଅଗଷ୍ଟ ୩୧ ଯାଏ ଡେପୁଟେସନରେ ସେ ଏହି ପଦରେ ରହିବେ ବୋଲି ସୂଚନା ଦିଆଯାଇଛି। ତେବେ ମୁମ୍ବାଇ କୃଜ୍ ପାର୍ଟିରେ ଶାହାରୁଖ ଖାନଙ୍କ ପୁଅ ଆର୍ୟାନ ଖାନଙ୍କୁ ନେଇ ଏନସିବିରେ ଚାଲିଥିବା କେସର ଦାୟୀତ୍ବ ନେବେ ଏସ ଏନ ପ୍ରଧାନ
https://www.youtube.com/watch?v=vNM-x1Cnf3w
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ନୌସେନା ଜାହାଜ ସହ ପିଟିହେଲା ମାଛଧରା ବୋଟ୍, ତା’ ପରେ...
ଭାରତୀୟ ନୌସେନା ଜାହାଜ ସହ ପିଟି ହେଲା ମାଛଧରା ବୋଟ୍ । ଗୋଆ ସମୁଦ୍ର କୂଳରୁ ୭୦ କିମି ସମୁଦ୍ର ମଝିରେ ଗତ ସନ୍ଧ୍ୟାରେ ଏପରି ଅଘଟଣ ଘଟିଥିବା ଜଣାଯାଇଛି।
National
ବାଘ ନିକଟରେ ଲଗାଇ ଦେଲେ ବସ୍, ୨ ଗାଇଡ ସମେତ ୪ ସସ୍ପେଣ୍ଡ
ନିୟମ ବାହାରକୁ ଯାଇ ସେମାନେ ପର୍ଯ୍ୟଟକଙ୍କୁ ବାଘଙ୍କ ନିକଟକୁ ନେଇଗଲେ। ଏପରି ଏକ ଘଟଣାର ଭିଡିଓ ଭାଇରାଲ ହେବା ପରେ ସମୁଦାୟ ୪ ବନ କର୍ମଚାରୀଙ୍କୁ ସସ୍ପେଣ୍ଡ କରାଯାଇଛି।
National
ସାଙ୍ଗଙ୍କୁ ଦେଲେ ବିବାହ ଗିଫ୍ଟ, ପରେ ଷ୍ଟେଜ ଉପରେ ହିଁ ଟଳି ପଡ଼ିଲେ ଯୁବକ
ଷ୍ଟେଜ ଉପରେ ବରକନିଆଙ୍କୁ ଗିଫ୍ଟ ଦେଲେ। ମାତ୍ର ତା’ ପରେ ବିଗିଡ଼ିଗଲା ଅବସ୍ଥା। ହେଲେ ଛାତିରେ ଯନ୍ତ୍ରଣା ଓ ଷ୍ଟେଜ ଉପରେ ହିଁ ଟଳି ପଡ଼ିଲେ ଯୁବକ ।
National
ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ କିଏ ହାତେଇବ ଶାସନ ଗାଦି? କାଲି ଆସିବ ଫଳାଫଳ
ମହାରାଷ୍ଟ୍ରରେ ମରାଠି ଅସ୍ମିତା ବନାମ ଧର୍ମ ଯୁଦ୍ଧକୁ ନେଇ ନିର୍ବାଚନ ଲଢାଯାଇଥିବା ବେଳେ ଝାଡ଼ଖଣ୍ଡରେ ଆଦିବାସୀଙ୍କ ହକ, ଅନୁପ୍ରବେଶକୁ ମୁଦ୍ଦା କରି ନିର୍ବାଚନ ଲଢିଥିବା ନେତା ନିର୍ବାଚନୀ ବୈତରଣୀ ପାର୍ ହେବାକୁ ଚାହିଁ ରହିଛନ୍ତି ।
National
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ଼ ଝଟକା
ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାର ଶୁଶାଣି ସ୍ଥଗିତ ରଖିବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ। ଶୁଣାଣିରେ ସାମୟିକ ରୋକ୍ ଲଗାଇବା ପାଇଁ କେଜ୍ରିୱାଲଙ୍କ ପକ୍ଷରୁ ପିଟିସନ ଦାଖଲ କରାଯାଇଥିଲା।