୨୧ ପ୍ରକାର ଅନ୍ନ, ୧୮ ପ୍ରକାର ଖିରି, ୧୨୬ ପ୍ରକାର ତରକାରୀ, ୧୬୧ ପ୍ରକାର ଚଟଣୀ, ୫୦ ପ୍ରକାରର ଶାଗ ଓ ମୁଗ, ୧୦୮ ପ୍ରକାର ଭଜା, ବିଭିନ୍ନ ପ୍ରକାର ବଡ଼ି ଓ ପାମ୍ପଡ଼ ଆଦି ଲାଗିହୋଇଛି। ତା ସହ ୬୦ରୁ ଅଧିକ ବଙ୍ଗୀୟ ବ୍ୟଞ୍ଜନ ବି ଲାଗି ହୋଇଛି। ବ୍ୟଞ୍ଜନ ଦ୍ୱାଦଶୀରେ ଶ୍ରୀରାଧା, କୃଷ୍ଣଙ୍କ ଦର୍ଶନ ସହ ବ୍ୟଞ୍ଜନ ସେବନ କରି ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ।
https://youtu.be/8DITW5JaRIA
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମନମୋହନଙ୍କ ବିୟୋଗରେ ପୂରା ଦେଶ ସ୍ତବ୍ଧ, ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା
ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ୍ କରିବାକୁ ଘୋଷଣା କରାଯାଇଛି।
National
ରାସ୍ତାରେ ଖେଳୁଥିଲା ଛୋଟ ଛୁଆ, ଚଢ଼ିଗଲା କ୍ୟାବ୍
ରାସ୍ତାରେ ଖେଳୁଥିଲା ଛୋଟ ଛୁଆ । ଏହି ସମୟରେ ଘଟିଲା ଅଘଟଣ। ଦ୍ରୁତ ଗତିରେ ଆସୁଥିବା ଏକ କ୍ୟାବ୍ ପିଲାଟି ଉପରେ ଚଢ଼ିଗଲା।
National
ଆଉ ନାହାନ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା।
National
ବିଗିଡ଼ିଲା ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା, ଏମ୍ସରେ ହେଲେ ଭର୍ତ୍ତି
ଏବେ ସେଠାରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ପକ୍ଷରୁ କରାଯାଉଛି। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
National
ଦରମା ଥିଲା ୧୩ ହଜାର, କିନ୍ତୁ ଠକି ନେଲା ୨୧ କୋଟି: ଗର୍ଲଫ୍ରେଣ୍ଡକୁ ଦେଇଥିଲା 4BHK ଫ୍ଲାଟ
ପୁଲିସ୍ କହିଛି ଯେ ଏହି ଟଙ୍କାରେ ୧.୨ କୋଟି ବଳରେ ଗୋଟିଏ BMW, ୧.୩ କୋଟି ଟଙ୍କାରେ ଗୋଟିଏ ଏସ୍ୟୁଭି ଓ ୩୨ ଲକ୍ଷ ଟଙ୍କା ବଳରେ ଗୋଟିଏ BMW ବାଇକ କିଣା ଯାଇଥିଲା।