ଗୁଣାତ୍ମକ ଶିକ୍ଷାର ବିକାଶ ଏବଂ ଶିକ୍ଷା ବ୍ୟବସ୍ଥାର ଆଧୁନିକକରଣକୁ ଲକ୍ଷ୍ୟରେ ରଖି କେନ୍ଦ୍ର ସରକାର ଘୋଷଣା କରିଥିବା ପିଏମ୍ -ଶ୍ରୀ ଯୋଜନାକୁ କେନ୍ଦ୍ରୀୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ତେବେ ଏହି ଯୋଜନା ସମ୍ପର୍କରେ ପ୍ରତିକ୍ରିୟା ରଖି ଓଡ଼ିଶା ଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି ଏହା ଓଡ଼ିଶାର ସ୍କୁଲ ରୂପାନ୍ତରୀକରଣର ପ୍ରଭାବ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବାରୁ ସେ ପ୍ରଭାବିତ ହୋଇଛନ୍ତି ଏବଂ କପି ପେଷ୍ଟ ଯୋଜନା କରିଛନ୍ତି ବୋଲି କହିଛନ୍ତି ସମୀର ଦାଶ।
https://youtu.be/Pg1gPk1nhrY
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଠାକୁର ଦର୍ଶନ ସାରି ଫେରୁଥିବା କାର୍କୁ ଧକ୍କା ଦେଲା ବସ୍, ୫ ମୃତ
ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୫ ଜଣ ଆହତ ହୋଇଛନ୍ତି।
National
ଜାଲିଆତି ଅର୍ଡର ଦେଖାଇ ଥାନାରୁ ନେଇଗଲେ ଜବତ ଗାଡ଼ି, ବନ୍ଧା ହେଲେ ଓକିଲ
ଅବୈଧ ଖନନ ମାମଲାରେ ପୁଲିସ୍ ଜବତ କରିଥିବା ବାଇକ୍କୁ ଅଦାଲତର ଜାଲି ଆଦେଶ ଦେଖାଇ ଛଡ଼ାଇ ନେଇଥିବା ଅଭିଯୋଗରେ ବନ୍ଧା ହୋଇଛନ୍ତି ଓକିଲଜଣକ ।
National
ଏସିଡ୍ ଆକ୍ରମଣ ଓ ଦୁଷ୍କର୍ମ ପୀଡିତାଙ୍କଠୁ ଚିକିତ୍ସା ଫି' ନେବା ଅପରାଧ
ଦୁଷ୍କର୍ମ ପୀଡ଼ିତା, ପୋକ୍ସୋ ମାମଲାର ପୀଡ଼ିତା ତଥା ଯୌନ ନିର୍ଯାତନାର ଶିକାର ହୋଇଥିବା ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ସମସ୍ତ ଡାକ୍ତରଖାନା, ନର୍ସିଂହୋମ୍, କ୍ଲିନିକ୍, ମେଡିକାଲ୍ ସେଣ୍ଟରର ଦାୟିତ୍ୱ ବୋଲି କୋର୍ଟ କହିଛନ୍ତି।
National
ମିଲିଟାରୀ କଲୋନୀରୁ ମିଳିଥିଲା ନାବାଳିକାଙ୍କ ମୃତଦେହ, ବନ୍ଧା ହେଲେ ପଡ଼ୋଶୀ ଯୁବକ
ଏହି ମାମଲାର ଖୋଳତାଡ଼ କରି ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଜଣକ ମୃତା ନାବାଳିକାଙ୍କ ପଡ଼ୋଶୀ ବୋଲି ଜଣାଯାଇଛି।
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।