Advertisment

ପଥର ଖସିଲା ବଡ଼ଦେଉଳୁ!

ଶ୍ରୀମନ୍ଦିର ଗର୍ଭଗୃହରେ ଖସିଲା କେମିକାଲ ଯୁକ୍ତ ପ୍ଳାଷ୍ଟର। ପ୍ରାୟ ଦେଢ଼ କିଲୋଗ୍ରାମ ଓଜନର ଏହି କେମିକାଲ ଯୁକ୍ତ ପ୍ଳାଷ୍ଟର ଖସିଥିବା ସୂଚନା। ପ୍ଳାଷ୍ଟରଟିକୁ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ପଛପଟ ପରିକ୍ରମାରୁ ଠାବ କରାଯାଇଛି।

ପଥର ଖସିଲା ବଡ଼ଦେଉଳୁ!

bada deula

Advertisment

ଶ୍ରୀମନ୍ଦିର ଗର୍ଭଗୃହରେ ଖସିଲା କେମିକାଲ ଯୁକ୍ତ ପ୍ଳାଷ୍ଟର। ପ୍ରାୟ ଦେଢ଼ କିଲୋଗ୍ରାମ ଓଜନର ଏହି କେମିକାଲ ଯୁକ୍ତ ପ୍ଳାଷ୍ଟର ଖସିଥିବା ସୂଚନା। ପ୍ଳାଷ୍ଟରଟିକୁ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ପଛପଟ ପରିକ୍ରମାରୁ ଠାବ କରାଯାଇଛି।

Advertisment

Odisha Reporter Jagannath Temple Shree Mandira Stone Falls
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe