ପାକିସ୍ତାନ ପରେ ନ୍ୟୁଜିଲାଣ୍ଡ ଭାରତର ବିଶ୍ୱକପ ଆଶାକୁ ଧୋଇ ଦେଲେ. ଦୁଇଟି ଯାକ ମ୍ୟାଚରେ ଭାରତ ଶୋଚନୀୟ ପ୍ରଦର୍ଶନ ଜାରି ରଖିଛି. ପଏଣ୍ଟ ତାଲିକାରେ ପଞ୍ଚମ ସ୍ଥାନରେ ରହିଛି ବିଶ୍ୱର ଏହି ଶ୍ରେଷ୍ଠ ଟିମ . ଭାରତର ନେଟ ରନ୍ ରେଟ ସ୍କୋର 1.609 ରହିଛି.
https://www.youtube.com/watch?v=Uw1VnZDIKEc
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'୧୪ ବର୍ଷ ଗଲା, ୪୦ ତେଜାସ ମିଳିପାରିଲାନି'
ଚୀନ ଷଷ୍ଠ ପିଢ଼ିର ଯୁଦ୍ଧ ବିମାନ ପରୀକ୍ଷା କଲାଣି। ଆମ ବାୟୁସେନା ୨୦୧୦ରେ ମାଗିଥିବା ପ୍ରଥମ ସେଟ୍ ୪୦ଟି ତେଜାସ ତାଙ୍କୁ ଏପର୍ଯ୍ୟନ୍ତ ମିଳିନି। ଦୁଃଖ ପ୍ରକାଶ କଲେ ବାୟୁସେନା ମୁଖ୍ୟ ମାର୍ଶଲ ଏପି ସିଂହ।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
National
ମହାରାଷ୍ଟ୍ରରେ କେଶ ଝଡ଼ିବା ଆତଙ୍କ; ସପ୍ତାହେ ଭିତରେ ଚନ୍ଦା ହୋଇଯାଉଛନ୍ତି ଲୋକେ
କେଶ ଝଡ଼ିବା ଆରମ୍ଭ ହେଲେ କେବଳ ଗୋଟିଏ ସପ୍ତାହ ମଧ୍ୟରେ ସମସ୍ତେ ଚନ୍ଦା ହୋଇଯାଉଛନ୍ତି। ଗତ କିଛିଦିନ ହେଲା ଆରମ୍ଭ ହୋଇଥିବା ଏହି ସମସ୍ୟାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ମଧ୍ୟ ଚିନ୍ତାରେ।
National
ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା
ଦୁର୍ଘଟଣା ଘଟିବାର ସର୍ବାଧିକ ୭ ଦିନ ପର୍ଯ୍ୟନ୍ତ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ କେନ୍ଦ୍ର ସରକାର। ମାର୍ଚ୍ଚ ମାସ ସୁଦ୍ଧା ସରକାର ଏନେଇ ସଂଶୋଧିତ ଯୋଜନା ଆଣିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଗଡ଼କରୀ।