କରଞ୍ଜିଆ ରରୁଆଁ ତହସିଲଦାର ସତ୍ୟସୁନ୍ଦର ରାଉତ ଜମି ପଟ୍ଟା କରିବା ପାଇଁ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି ପଟ୍ଟା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେବାକୁ ଚୁକ୍ତି କରିଥିଲେ। ଆଗରୁ ୨୫ ହଜାର ଟଙ୍କା ନେଇଥିବା ବେଳେ ଶୁକ୍ରବାର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।
https://youtu.be/Bky4Su9nkwI
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।
Politics
ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହଙ୍କ ମନ୍ତବ୍ୟ; କହିଲେ- ନବୀନ ଓ ନୀତୀଶଙ୍କୁ ଭାରତରତ୍ନ ମିଳିବା ଉଚିତ
ନୀତୀଶ କୁମାରଙ୍କ ଦଳ ଏବେ ବିଜେପି ନେତୃତ୍ୱାଧୀନ ଏନ୍ଡିଏରେ ଅଛି। ନବୀନଙ୍କ ନେତୃତ୍ୱାଧୀନ ବିଜେଡି ଏକଦା ଏନ୍ଡିଏରେ ଥିଲା।
National
୬ ଜଣଙ୍କୁ ବାହା ହୋଇ ଟଙ୍କା ଓ ଅଳଙ୍କାର ନେଇ ପଳାଇଥିଲେ, ୭ମ ଉଦ୍ୟମରେ ଧରା ପଡ଼ିଲେ ମହିଳା
ମହିଳା ଜଣଙ୍କ ଧରା ପଡ଼ିବା ପରେ ତାଙ୍କ ପଛରେ କାମ କରୁଥିବା ପୂରା ରାକେଟର ପର୍ଦ୍ଦାଫାସ ହୋଇଛି।
Politics
‘ମୌକା ମୌକା ହର ବାର ଧୋକା’: ଆପ ଓ ବିଜେପି ପାଇଁ କଂଗ୍ରେସ ଜାରି କଲା ବହି
ଦିଲ୍ଲୀ ପାଇଁ ବିଜେପି ଓ ଆପ୍ ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବାରେ ବାରମ୍ବାର ବିଫଳ ହୋଇଥିବାରୁ କଂଗ୍ରେସ ମୌକା ମୌକା ହର ବାର ଧୋକା ବହି ରିଲିଜ କରିଥିବା କହିଛି।
National
ଚୋରଙ୍କୁ ମହିଳାଙ୍କ ଅଫର୍, ମୋ’ ସ୍ୱାମୀଙ୍କ କାର୍ ଚୋରି କର
ସ୍ୱାମୀଙ୍କ କାର୍ ଚୋରି କରିବାକୁ ଚୋରଙ୍କୁ ବଡ ଅଫର ଦେଲେ ପତ୍ନୀ। ଦେଖାଇଲେ ଟଙ୍କା ଲୋଭ । ଏହି ଚୋରି ଘଟଣା ପାଇଁ ଖୋଦ ପତ୍ନୀ ସାଜିଥିଲେ ମାଷ୍ଟର ମାଇଣ୍ଡ, ରଚିଥିଲେ ବ୍ଲୁ ପ୍ରିଣ୍ଟ।