Advertisment

ଧରେଇଦେଲା ନାଲିପାଣି

କରଞ୍ଜିଆ ରରୁଆଁ ତହସିଲଦାର ସତ୍ୟସୁନ୍ଦର ରାଉତ ଜମି ପଟ୍ଟା କରିବା ପାଇଁ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜମି ପଟ୍ଟା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେବାକୁ ଚୁକ୍ତି କରିଥିଲେ। ଆଗରୁ ୨୫ ହଜାର ଟଙ୍କା ନେଇଥିବା ବେଳେ ଶୁକ୍ରବାର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ।

ଧରେଇଦେଲା ନାଲିପାଣି

nalipani

Bribe Tahsildar Caught Odisha Corruption
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe