/odisha-reporter/media/post_attachments/uploads/2023/01/POISION-e1673528972572.jpg)
ନୂଆପଡ଼ା: ସ୍କୁଲରେ ଜଣେ ଛାତ୍ରଙ୍କୁ ଅନ୍ୟ ଛାତ୍ରମାନେ ଗ୍ଲୁକୋଜ ସହ କନିଅର ଫଳ ଓ ଦୁଦୁରା ଫୁଲ ଖାଇବାକୁ ବାଧ୍ୟ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତ ଛାତ୍ରଙ୍କ ପରିବାର ଲୋକେ ଏପରି ଅଭିଯୋଗ ଆଣିଛନ୍ତି। ଘଟଣାଟି ଘଟିଛି ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ବୁଦ୍ଧିକୋମନା ପଞ୍ଚାୟତ ସ୍କୁଲରେ। ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଏବେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କ ନାଁ ଅଭୟ କୁମାର ବାଗ। ସେ ଅଷ୍ଟମ ଶ୍ରେଣୀରେ ପଢ଼ୁଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
