ପୁରୁଣା ଗାଡ଼ି ଚଢୁଛନ୍ତି କି । ରେଜିଷ୍ଟ୍ରେସନ ସମୟସୀମା ସରିଯାଇଥିଲେ ଗାଡି ନେଇଯିବେ ସରକାର । ୨୦୨୩ରୁ ଲାଗୁ ହେବାକୁ ଯାଉଛି ସ୍କ୍ରାପିଙ୍ଗ୍ ନୀତି । ଯେଉଁଥିରେ ୧୫ ବର୍ଷ ପୁରୁଣା ଗାଡ଼ି ସ୍କ୍ରାପ୍ ପାଲଟିଯିବ । ଏଥିପାଇଁ ନିକଟରେ ରାଜ୍ୟ ସରକାର ଆଣିଛନ୍ତି ନୂଆ ସ୍କ୍ରାପିଙ୍ଗ୍ ପଲିସି । କଣ ଏହି ପଲିସି ଦେଖି ନିଅନ୍ତୁ ।
https://youtu.be/gVIkD9PJLwg
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ କିଏ ହାତେଇବ ଶାସନ ଗାଦି? କାଲି ଆସିବ ଫଳାଫଳ
ମହାରାଷ୍ଟ୍ରରେ ମରାଠି ଅସ୍ମିତା ବନାମ ଧର୍ମ ଯୁଦ୍ଧକୁ ନେଇ ନିର୍ବାଚନ ଲଢାଯାଇଥିବା ବେଳେ ଝାଡ଼ଖଣ୍ଡରେ ଆଦିବାସୀଙ୍କ ହକ, ଅନୁପ୍ରବେଶକୁ ମୁଦ୍ଦା କରି ନିର୍ବାଚନ ଲଢିଥିବା ନେତା ନିର୍ବାଚନୀ ବୈତରଣୀ ପାର୍ ହେବାକୁ ଚାହିଁ ରହିଛନ୍ତି ।
National
ଦିଲ୍ଲୀ ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜ୍ରିୱାଲଙ୍କୁ ବଡ଼ ଝଟକା
ଅବକାରୀ ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାର ଶୁଶାଣି ସ୍ଥଗିତ ରଖିବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ। ଶୁଣାଣିରେ ସାମୟିକ ରୋକ୍ ଲଗାଇବା ପାଇଁ କେଜ୍ରିୱାଲଙ୍କ ପକ୍ଷରୁ ପିଟିସନ ଦାଖଲ କରାଯାଇଥିଲା।
National
ଆଦାନୀ ଗ୍ରୁପକୁ ବଡ଼ ଝଟକା: ୭୩୬ ମିଲିୟନ ଡଲାରର ଡିଲ୍ ବାତିଲ କଲା ଏହି ଦେଶ
ଆଦାନୀ ଗ୍ରୁପ ସହ ୭୩୬ ମିଲିୟନ ଡଲାରର ଡିଲକୁ ବାତିଲ କରିଛି କେନିୟା।
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।