ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ହଙ୍ଗାମା କରୁଥିବା ଓକିଲ ସଂଘକୁ ଶକ୍ତ ଝଟକା ଲାଗିଛି। ନିଜର ଦାବି ପୂରଣ ପାଇଁ କୋର୍ଟ କାର୍ଯ୍ୟରେ ବାଧା ଦେବା ସହ ବ୍ୟାପକ ଭଙ୍ଗାରୁଜା କରିବା ଓକିଲମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ସେମାନଙ୍କ ଆଚରଣ ଉପରେ କ୍ଷୁବ୍ଧ ସୁପ୍ରିମ କୋର୍ଟ ହାଇକୋର୍ଟ ବେଞ୍ଚ ଦାବିକୁ ଖାରଜ କରିଛନ୍ତି। ଭୌଗୋଳିକ ଓ ବୈଷୟିକ ସୁବିଧା ଦୃଷ୍ଟିରୁ ଆଉ ବେଞ୍ଚର କୌଣସି ଆବଶ୍ୟକତା ନାହିଁ ବୋଲି ସୁପ୍ରିମ କୋର୍ଟ କହିଛନ୍ତି। ସୁପ୍ରିମ କୋର୍ଟ ଆଉନଜୀବୀ ଗୌତମ ଦାସ ପ୍ରତିକ୍ରୟାରେ କଣ କହିଛନ୍ତି ଦେଖନ୍ତୁ।
https://youtu.be/5lVZnbKESAw
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସକୁ ତାୱଡେଙ୍କ ନୋଟିସ୍; କ୍ଷମା ମାଗ, ନଚେତ୍...
ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ଏବଂ ସୁପ୍ରିୟା ଶ୍ରୀନେଟଙ୍କ ବିରୁଦ୍ଧରେ ଶହେ କୋଟି ଟଙ୍କାର ମାନହାନୀ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି ବିଜେପି ନେତା ବିନୋଦ ତାୱଡେ।
Politics
ନିର୍ବାଚନ ପୂର୍ବରୁ ଆପ୍ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି
କେଜ୍ରିୱାଲଙ୍କ କହିବା କଥା ଯେ ଦଳର ଜିଲ୍ଲା ଓ ବୁଥ ସ୍ତରୀୟ କର୍ମକର୍ତ୍ତାମାନେ ୬୫ ହଜାର ମିଟିଂ ଜରିଆରେ ଭୋଟରଙ୍କ ପାଖରେ ପହଞ୍ଚିବେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
National
ସୁକମାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର; ଟଳିଲେ ୧୦ ନକ୍ସଲ
ଛତିଶଗଡ଼ର ସୁକମା ଜିଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ଆଜି ୧୦ ନକ୍ସଲ ନିପାତ ହୋଇଛନ୍ତି।