Advertisment

ହାଇକୋର୍ଟ ବେଞ୍ଚ ଦାବି ଖାରଜ କଲେ ସୁପ୍ରିମକୋର୍ଟ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ହଙ୍ଗାମା କରୁଥିବା ଓକିଲ ସଂଘକୁ ଶକ୍ତ ଝଟକା ଲାଗିଛି। ନିଜର ଦାବି ପୂରଣ ପାଇଁ କୋର୍ଟ କାର୍ଯ୍ୟରେ ବାଧା ଦେବା ସହ ବ୍ୟାପକ ଭଙ୍ଗାରୁଜା କରିବା ଓକିଲମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ସେମାନଙ୍କ ଆଚରଣ ଉପରେ କ୍ଷୁବ୍ଧ ସୁପ୍ରିମ କୋର୍ଟ ହାଇକୋର୍ଟ ବେଞ୍ଚ ଦାବିକୁ ଖାରଜ କରିଛନ୍ତି। ଭୌଗୋଳିକ ଓ ବୈଷୟିକ ସୁବିଧା ଦୃଷ୍ଟିରୁ ଆଉ ବେଞ୍ଚର କୌଣସି ଆବଶ୍ୟକତା ନାହିଁ ବୋଲି ସୁପ୍ରିମ କୋର୍ଟ କହିଛନ୍ତି। […]

author-image
Hemant Lenka
ଅଦ୍ୟତନ ହୋଇଛି
ହାଇକୋର୍ଟ ବେଞ୍ଚ ଦାବି ଖାରଜ କଲେ ସୁପ୍ରିମକୋର୍ଟ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ହଙ୍ଗାମା କରୁଥିବା ଓକିଲ ସଂଘକୁ ଶକ୍ତ ଝଟକା ଲାଗିଛି। ନିଜର ଦାବି ପୂରଣ ପାଇଁ କୋର୍ଟ କାର୍ଯ୍ୟରେ ବାଧା ଦେବା ସହ ବ୍ୟାପକ ଭଙ୍ଗାରୁଜା କରିବା ଓକିଲମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ସେମାନଙ୍କ ଆଚରଣ ଉପରେ କ୍ଷୁବ୍ଧ ସୁପ୍ରିମ କୋର୍ଟ ହାଇକୋର୍ଟ ବେଞ୍ଚ ଦାବିକୁ ଖାରଜ କରିଛନ୍ତି। ଭୌଗୋଳିକ ଓ ବୈଷୟିକ ସୁବିଧା ଦୃଷ୍ଟିରୁ ଆଉ ବେଞ୍ଚର କୌଣସି ଆବଶ୍ୟକତା ନାହିଁ ବୋଲି ସୁପ୍ରିମ କୋର୍ଟ କହିଛନ୍ତି। ସୁପ୍ରିମ କୋର୍ଟ ଆଉନଜୀବୀ ଗୌତମ ଦାସ ପ୍ରତିକ୍ରୟାରେ କଣ କହିଛନ୍ତି ଦେଖନ୍ତୁ।

Advertisment

Supreme Court