Advertisment

ମହିଳାଙ୍କୁ ୪ କିମି ଘୋଷାଡ଼ି ନେଲା ଚଳନ୍ତା କାର

ନୂଆଦିଲ୍ଲୀ: ନୂଆବର୍ଷର ପ୍ରଥମ ଦିନରେ ରାଜଧାନୀ ଦିଲ୍ଲୀରେ ପୁଣି ଥରେ ଘଟିଛି ଛାତିଥରା ଘଟଣା। ମହିଳାଙ୍କୁ ବିଚ୍ ରାସ୍ତାରେ ୪ କିଲୋମିଟର ଯାଏଁ ଘୋଷାଡ଼ି ନେଲା ଚଳନ୍ତା କାର। କିଛି ମଦ୍ୟପ ଯୁବକଙ୍କ ଏଭଳି ବର୍ବୋରଚିତ କାଣ୍ଡରେ ଜଣେ ୨୦ ବର୍ଷୀୟ ଯୁବତୀଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ, ଗତକାଲି ସକାଳେ ଦିଲ୍ଲୀର ସୁଲତାନପୁରୀ ଅଞ୍ଚଳରେ ଘଟିଥିଲା ଏହି ଘଟଣା। ଦିଲ୍ଲୀରେ ରହୁଥିବା ସଂପୃକ୍ତ ମହିଳା ଜଣକ ତାଙ୍କ ସ୍କୁଟିରେ ଯାଉଥିବା ବେଳେ ଏକ କାର ତାଙ୍କ […]

ଅଦ୍ୟତନ ହୋଇଛି
ମହିଳାଙ୍କୁ ୪ କିମି ଘୋଷାଡ଼ି ନେଲା ଚଳନ୍ତା କାର
Advertisment

ନୂଆଦିଲ୍ଲୀ: ନୂଆବର୍ଷର ପ୍ରଥମ ଦିନରେ ରାଜଧାନୀ ଦିଲ୍ଲୀରେ ପୁଣି ଥରେ ଘଟିଛି ଛାତିଥରା ଘଟଣା। ମହିଳାଙ୍କୁ ବିଚ୍ ରାସ୍ତାରେ ୪ କିଲୋମିଟର ଯାଏଁ ଘୋଷାଡ଼ି ନେଲା ଚଳନ୍ତା କାର। କିଛି ମଦ୍ୟପ ଯୁବକଙ୍କ ଏଭଳି ବର୍ବୋରଚିତ କାଣ୍ଡରେ ଜଣେ ୨୦ ବର୍ଷୀୟ ଯୁବତୀଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ, ଗତକାଲି ସକାଳେ ଦିଲ୍ଲୀର ସୁଲତାନପୁରୀ ଅଞ୍ଚଳରେ ଘଟିଥିଲା ଏହି ଘଟଣା। ଦିଲ୍ଲୀରେ ରହୁଥିବା ସଂପୃକ୍ତ ମହିଳା ଜଣକ ତାଙ୍କ ସ୍କୁଟିରେ ଯାଉଥିବା ବେଳେ ଏକ କାର ତାଙ୍କ ସ୍କୁଟିକୁ ଧକ୍କା ଦେଇଥିଲା। ପରେ ମହିଳା ଜଣକ କାର ତଳେ ରହିଯାଇଥିବା ବେଳେ ତାଙ୍କୁ ୪ କିଲୋମଟିର ଯାଏଁ ରାସ୍ତା ଘୋଷାଡ଼ି ନେଇଯାଇଥିଲା ଉକ୍ତ ଚଳନ୍ତା କାର।

Advertisment

Delhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe