ବିଜେପିକୁ ସୁହାଇବା ଭଳି ନିଷ୍ପତ୍ତି ନେଉଥିବାରୁ ବିଜେଡିକୁ ତୃଣମୂଳ କଂଗ୍ରେସ ସିଧାସଳଖ କଡ଼ା ସମାଲୋଚନା କରିଛି। ନବୀନ ପଟ୍ଟନାୟକ ବିଜେପିର ଆନୁଷ୍ଠାନିକ ସହଯୋଗୀ ବୋଲି ତୃଣମୂଳ କଂଗ୍ରେସ କହିବାକୁ ପଛାଇ ନାହିଁ।
https://youtu.be/I6hEsBtgUy0
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।
Politics
ଦିଲ୍ଲୀ ଭୋଟରଙ୍କୁ ମାଗଣା ବିଜୁଳି ଓ ପାଣି ପ୍ରତିଶ୍ରୁତି ଦେବ ବିଜେପି!
ଏବେ ମହିଳାମାନେ ସବୁ ଦଳର ଭୋଟ ବ୍ୟାଙ୍କ ଭାବେ ଉଭା ହୋଇଛନ୍ତି। ସେମାନଙ୍କ ହାତକୁ ସିଧା ନଗଦ ଟଙ୍କା ଦେବାକୁ ସବୁ ଦଳ ଭିନ୍ନଭିନ୍ନ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଉଛନ୍ତି।