କିନ୍ନର ହେଲେ ବି କିଛି କମ୍ ନୁହଁନ୍ତି । ରେଢ଼ାଖୋଲ ବିଜ୍ଞାପିତ ଅଂଚଳ ପରିଷଦ ରେ ଡେ-ଏନୟୁଏଲଏମ ବିଭାଗର ସିଟି ମିଶନ ମେନେଜମେନ୍ଟ ରେ ସୋପୋଟିଙ୍ଗ ଷ୍ଟାପ ଭାବରେ ନିଯୁକ୍ତ ପାଇଛନ୍ତି କିନ୍ନର ପୂଜା। ଜଣେ ଥାର୍ଡ ଜେଣ୍ଡର ଭାବେ ସରକାରି କାର୍ଯ୍ୟାଳୟରେ ନିଯୁକ୍ତି ପାଇବା ଏହା ପ୍ରଥମ। ଏହି ସଫଳତା ପାଇଁ ପୂଜାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି।
https://www.youtube.com/watch?v=BzKGump5J30
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସକୁ ତାୱଡେଙ୍କ ନୋଟିସ୍; କ୍ଷମା ମାଗ, ନଚେତ୍...
ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ଏବଂ ସୁପ୍ରିୟା ଶ୍ରୀନେଟଙ୍କ ବିରୁଦ୍ଧରେ ଶହେ କୋଟି ଟଙ୍କାର ମାନହାନୀ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି ବିଜେପି ନେତା ବିନୋଦ ତାୱଡେ।
Politics
ନିର୍ବାଚନ ପୂର୍ବରୁ ଆପ୍ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି
କେଜ୍ରିୱାଲଙ୍କ କହିବା କଥା ଯେ ଦଳର ଜିଲ୍ଲା ଓ ବୁଥ ସ୍ତରୀୟ କର୍ମକର୍ତ୍ତାମାନେ ୬୫ ହଜାର ମିଟିଂ ଜରିଆରେ ଭୋଟରଙ୍କ ପାଖରେ ପହଞ୍ଚିବେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
National
ସୁକମାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର; ଟଳିଲେ ୧୦ ନକ୍ସଲ
ଛତିଶଗଡ଼ର ସୁକମା ଜିଲ୍ଲାରେ ହୋଇଥିବା ଏନକାଉଣ୍ଟରରେ ଆଜି ୧୦ ନକ୍ସଲ ନିପାତ ହୋଇଛନ୍ତି।