ଧାମନଗରର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା ମନମୋହନ ସାମଲ। ବର୍ତ୍ତମାନ ଧାମନଗର ସଂରକ୍ଷିତ ଆସନ ହେବା ପରେ ସେ ଆଉ ଏହି ଆସନରୁ ନିର୍ବାଚନ ଲଢୁନାହାଁନ୍ତି। ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏଠାରେ ହେଉଥିବା ଉପ ନିର୍ବାଚନରେ ସେ ବିଜେପିର ପ୍ରଚାର ମଙ୍ଗ ଧରିଛନ୍ତି। ଏଣେ ବିଜେଡିର ପ୍ରଚାର ସେନାରେ ଅଛନ୍ତି ତାଙ୍କ ଭଣଜା ପ୍ରୀତିରଞ୍ଜନ ଘଡ଼ାଇ। ସେ ଏବେ ମନ୍ତ୍ରୀ। ତେଣୁ ଧାମନଗରରେ ମାମୁଁ-ଭଣଜା ଲଢ଼େଇ ମଧ୍ୟ ଦେଖିବାକୁ ମିଳିବ।
https://youtu.be/Nld1Eh_eJAU
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବ୍ରିଟେନରେ ପ୍ରେମିକାକୁ ମାରିଲେ, ଏବେ ଭାରତରେ କାଟିବେ ସଜା
୨୦୨୦ ମସିହାରେ ବ୍ରିଟେନରେ ନିଜ ପ୍ରେମିକାକୁ ହତ୍ୟା ମାମଲାରେ ଦୋଷୀ ପ୍ରେମିକକୁ ଭାରତକୁ ପ୍ରତ୍ୟାର୍ପଣ କରିଛି ବ୍ରିଟେନ୍ । ଏବେ ସୁରତର ଲାଜପୁର ସେଣ୍ଟ୍ରାଲ ଜେଲରେ ଅବଶିଷ୍ଟ ସଜା କାଟିବ ଅଭିଯୁକ୍ତ ।
National
ଏନ୍କାଉଣ୍ଟର, ଟଳିଲେ ୫ ଆତଙ୍କବାଦୀ
ସେହିପରି ଆତଙ୍କୀଙ୍କ ଗୁଳିମାଡ଼ରେ ଦୁଇ ଜଣ ଯବାନ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
National
ବୋଟ୍ରେ ନଥିଲା ଲାଇଫ୍ ଜ୍ୟାକେଟ୍, ନେଭି ଡ୍ରାଇଭର୍ଙ୍କ ବିରୋଧରେ FIR
ମୁମ୍ବାଇ ଗେଟ୍ଓ୍ୱେ ଅଫ୍ ଇଣ୍ଡିଆ ନିକଟରେ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଫେରିବୋଟ୍କୁ ନୌସେନାର ସ୍ପିଡ୍ ବୋଟ୍ ଧକ୍କା ଦେଇଥିଲା। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି।
National
କାର୍କୁ ପିଟିଲା ଟ୍ରକ୍; ୫ ମୃତ, ୫ ଗୁରୁତର
ଏକ ଟ୍ରକ୍ କାର୍କୁ ପିଟିବାରୁ ଘଟଣାସ୍ଥଳରେ ଏକ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି।
Special
ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ; ଭାରତୀୟ ରେଲୱେର ଡ୍ରିମ୍ ପ୍ରୋଜେକ୍ଟ
ଚେନାବ ନଦୀ ବୁକୁରେ ଠିଆ ହୋଇଥିବା ଏହି ଚେନାବ ବ୍ରିଜର ଉଚ୍ଚତା ଆଇଫିଲ୍ ଟାୱାରଠାରୁ ବି ଅଧିକ। ଏହା ବ୍ଲାଷ୍ଟ ପ୍ରୁଫ ଓ ଭୂକଂପ ନିରୋଧୀ।