ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏମଆଇଟି ୟୁନିଭର୍ସିଟି ବେଷ୍ଟ ଆଡମିନଷ୍ଟ୍ରେଟର ପୁରସ୍କାର ଦେଇଥିଲା। ଆଉ ଏବେ ଉକ୍ତ ସଂସ୍ଥା ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ଷଡ଼ଙ୍ଗୀଙ୍କୁ ଉକ୍ତ ସନ୍ଥ ସମ୍ମାନିତ କରିବାକୁ ଯାଉଛି। ସମ୍ମାନଜନକ ଶ୍ରୀ ସରସ୍ବତୀ ଦେବୀ ଜୀବନ ଜ୍ଞାନ ଗୌରବ ପୁରସ୍କାର ସାଂସଦଙ୍କୁ ମିଳିବ ।ଏଥିସହିତ ତାଙ୍କୁ ଡକ୍ଟରେଟ ଉପାଧି ପ୍ରଦାନ କରାଯିବ ।ଏନେଇ ବିଶ୍ୱବିଦ୍ୟାଳୟ ତରଫରୁ ସାଂସଦଙ୍କୁ ଅବଗତ କରାଯାଇଛି।
https://www.youtube.com/watch?v=kMjHtfSi_Zs
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Accident
ପୁଣି ହିଟ୍ ଆଣ୍ଡ ରନ୍; ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲିଗଲା ଜୀବନ
କର୍ଣ୍ଣାଟକର ଜଣେ କଂଗ୍ରେସ ନେତାଙ୍କ ପୁଅର SUV କାର୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
National
ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁ ମୃତ୍ୟୁ ଘଟଣା, ଜଣାପଡିଲା ଅଗ୍ନିକାଣ୍ଡର କାରଣ
ଉତ୍ତରପ୍ରଦେଶ ଝାନ୍ସି ହସ୍ପିଟାଲରେ ନିଆଁ ଲାଗି ୧୧ ଶିଶୁଙ୍କର ମୃତ୍ୟୁ ଘଟିଥିଲା।
Politics
ଦିଲ୍ଲୀ ରାଜନୀତି; କୈଳାଶ ଗଲେ ଅନିଲ ଆସିଲେ
ଅଶୋକ ଗେହଲଟ ଆପ୍ ଛାଡ଼ୁ ଛାଡ଼ୁ ଦଳରେ ଯୋଗ ଦେଇଛନ୍ତି ପୂର୍ବତନ ବିଜେପି ବିଧାୟକ ଅନିଲ ଝା।
Politics
ଇଡି-ସିବିଆଇ ଚାପରେ ଇସ୍ତଫା ଦେଇଛନ୍ତି କୈଳାଶ ଗେହଲଟ: ଆପ୍
ବିଧାନସଭା ନିର୍ବାଚନ ମଧ୍ୟରେ ଆପ୍ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ କୈଳାଶ ଗେହଲଟ।