ସଙ୍କଟରେ ଉତ୍ତରାଖଣ୍ଡର ଯୋଶୀମଠ ସହର। ଦିନକୁ ଦିନ ଏଠାରେ ମାଟି ଧସିବାରେ ଲାଗିଛି। ଭୂସ୍ଖଳନ ଯୋଗୁ ସହରର ଅନେକ ଘରେ ଫାଟ ସୃଷ୍ଟି ହୋଇଛି। ରାସ୍ତାଘାଟ, ଘର, ଜମିରେ ବଡ଼ ବଡ଼ ଗର୍ତ୍ତ ହୋଇଯାଇଛି। ମାଟି ତଳେ ସମଗ୍ର ସହର ପୋତି ହୋଇଯିବା ଆଶଙ୍କା ପ୍ରକାଶ ପାଇଛି। ଏଭଳି ସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳ ତରଫରୁ ଏକ ଉଚ୍ଚସ୍ତରୀୟ ବୈଠକ ଡକାଯାଇଛି। ଉଲ୍ଲେଖଯୋଗ୍ୟ, ଉତ୍ତରାଖଣ୍ଡର ଧାର୍ମିକ ପର୍ଯ୍ୟଟନ ପଗର ଯୋଶୀମଠ ଧସିବାରେ ଲାଗିଛି। ଏହାଦ୍ୱାରା ସେଠାରେ ଥିବା ଘର ଓ ବିଲ୍ଡିଂରେ ଭୟଙ୍କର ଫାଟ ସୃଷ୍ଟି ହୋଇଛି। କେବଳ ସେତିକି ନୁହେଁ ଅନେକ ଘର ଭୁଶୁଡି ମଧ୍ୟ ପଡିଛି । ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଲୋକେ ଶୀତ କାକରରେ ବାହାରେ ଦିନ କାଟୁଛନ୍ତି।
ସଙ୍କଟରେ ଉତ୍ତରାଖଣ୍ଡର ଯୋଶୀମଠ ସହର
ସଙ୍କଟରେ ଉତ୍ତରାଖଣ୍ଡର ଯୋଶୀମଠ ସହର। ଦିନକୁ ଦିନ ଏଠାରେ ମାଟି ଧସିବାରେ ଲାଗିଛି। ଭୂସ୍ଖଳନ ଯୋଗୁ ସହରର ଅନେକ ଘରେ ଫାଟ ସୃଷ୍ଟି ହୋଇଛି। ରାସ୍ତାଘାଟ, ଘର, ଜମିରେ ବଡ଼ ବଡ଼ ଗର୍ତ୍ତ ହୋଇଯାଇଛି। ମାଟି ତଳେ ସମଗ୍ର ସହର ପୋତି ହୋଇଯିବା ଆଶଙ୍କା ପ୍ରକାଶ ପାଇଛି। ଏଭଳି ସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳ ତରଫରୁ ଏକ ଉଚ୍ଚସ୍ତରୀୟ ବୈଠକ ଡକାଯାଇଛି। ଉଲ୍ଲେଖଯୋଗ୍ୟ, ଉତ୍ତରାଖଣ୍ଡର ଧାର୍ମିକ ପର୍ଯ୍ୟଟନ ପଗର ଯୋଶୀମଠ ଧସିବାରେ ଲାଗିଛି। ଏହାଦ୍ୱାରା ସେଠାରେ ଥିବା ଘର […]
Advertisment
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2023/01/erth-e1673184047180.jpg)