ଏ କୌଣସି ନାଉରିଆ ନୁହନ୍ତି କିମ୍ବା ପ୍ରଫ୍ରେସନାଲ ଡଙ୍ଗା ଚାଳକ ନୁହନ୍ତି। ଏ ହେଉଛନ୍ତି ମୁକୁନ୍ଦ ମିଶ୍ର ନଗରର ଓ୍ବାର୍ଡ ମେମ୍ବର ପ୍ରଶାନ୍ତ ସେଠ। ପର ପାଇଁ ଦୁଖୀ ମଣିଷ ପ୍ରଶାନ୍ତ ସେଠ। ନିଜେ ଡଙ୍ଗାରେ ଏ ଅଞ୍ଚଳର ପ୍ରତିଟି ଲୋକଙ୍କୁ, ଏହି ଜଳାର୍ଣ୍ଣବ ପରିସ୍ଥିତିରୁ ଉଦ୍ଧାର କରିଥାନ୍ତି।
https://www.youtube.com/watch?v=GvkZZgTfv1Q
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ତିରୁପତିରେ ମନ୍ଦିର ବାହାରେ ଦଳାଚକଟା; ୬ ମୃତ, ଅନେକ ଆହତ
ତିରୁପତିସ୍ଥିତ ପ୍ରଭୁ ଭେଙ୍କଟେଶ୍ୱରଙ୍କ ବୈକୁଣ୍ଠ ଦ୍ୱାର ଦର୍ଶନ ପାଇଁ ଟୋକନ୍ ବଣ୍ଟନ ସମୟରେ ଦଳାଚକଟା।
National
'୧୪ ବର୍ଷ ଗଲା, ୪୦ ତେଜାସ ମିଳିପାରିଲାନି'
ଚୀନ ଷଷ୍ଠ ପିଢ଼ିର ଯୁଦ୍ଧ ବିମାନ ପରୀକ୍ଷା କଲାଣି। ଆମ ବାୟୁସେନା ୨୦୧୦ରେ ମାଗିଥିବା ପ୍ରଥମ ସେଟ୍ ୪୦ଟି ତେଜାସ ତାଙ୍କୁ ଏପର୍ଯ୍ୟନ୍ତ ମିଳିନି। ଦୁଃଖ ପ୍ରକାଶ କଲେ ବାୟୁସେନା ମୁଖ୍ୟ ମାର୍ଶଲ ଏପି ସିଂହ।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
National
ମହାରାଷ୍ଟ୍ରରେ କେଶ ଝଡ଼ିବା ଆତଙ୍କ; ସପ୍ତାହେ ଭିତରେ ଚନ୍ଦା ହୋଇଯାଉଛନ୍ତି ଲୋକେ
କେଶ ଝଡ଼ିବା ଆରମ୍ଭ ହେଲେ କେବଳ ଗୋଟିଏ ସପ୍ତାହ ମଧ୍ୟରେ ସମସ୍ତେ ଚନ୍ଦା ହୋଇଯାଉଛନ୍ତି। ଗତ କିଛିଦିନ ହେଲା ଆରମ୍ଭ ହୋଇଥିବା ଏହି ସମସ୍ୟାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ମଧ୍ୟ ଚିନ୍ତାରେ।