Advertisment

ଉତ୍ତରାଧିକାରୀ ଅପେକ୍ଷାରେ ଗାଦି!

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ କିଏ ହେବେ ସେନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରୁ ଫେରିବା ପରେ ଏହି ଚର୍ଚ୍ଚା ଜୋରଦାର ହୋଇଛି। ପୂର୍ବରୁ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ ନବୀନଙ୍କ ଉତ୍ତରାଧିକାରୀ ହେବେ ବୋଲି ଚର୍ଚ୍ଚା ହେଉଥିଲା। ମାତ୍ର ଅରୁଣଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ଓଡ଼ିଶା ଆସିବା ପରେ ଚର୍ଚ୍ଚାର ମୋଡ ବଦଳି ଯାଇଛି।

author-image
Debendra Prusty
ଉତ୍ତରାଧିକାରୀ ଅପେକ୍ଷାରେ ଗାଦି!

gayatri

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ କିଏ ହେବେ ସେନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରୁ ଫେରିବା ପରେ ଏହି ଚର୍ଚ୍ଚା ଜୋରଦାର ହୋଇଛି। ପୂର୍ବରୁ ନବୀନଙ୍କ ପୁତୁରା ଅରୁଣ ପଟ୍ଟନାୟକ ନବୀନଙ୍କ ଉତ୍ତରାଧିକାରୀ ହେବେ ବୋଲି ଚର୍ଚ୍ଚା ହେଉଥିଲା। ମାତ୍ର ଅରୁଣଙ୍କ ଭଉଣୀ ଗାୟତ୍ରୀ ପଟ୍ଟନାୟକ ଓଡ଼ିଶା ଆସିବା ପରେ ଚର୍ଚ୍ଚାର ମୋଡ ବଦଳି ଯାଇଛି।

Advertisment

Gayatri Patnaik Arun Patnaik Naveen Patnaik Successor