ଓଡ଼ିଶାରେ ଆରମ୍ଭ ହେଲା 5G ସେବା। ଭୁବନେଶ୍ୱରରୁ ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ। ପ୍ରଥମେ କଟକ ଓ ଭୁବନେଶ୍ୱର ସହ ଅନ୍ୟ କିଛି ସହରରେ ଏହି 5G ସେବା ଆରମ୍ଭ ହୋଇଛି। ସାରା ଦେଶର କେତେକ ହାତଗଣତି ସହରରେ କେନ୍ଦ୍ର ସରକାର 5ଜି ସେବା ଆରମ୍ଭ କରିଛନ୍ତି। ବିନା ବଫରିଂ ଏବଂ ବିଜୁଳୀ ବେଗରେ ଇଣ୍ଟରନେଟ୍ ସେବା ଲୋକଙ୍କ ପାଖରେ ପହଞ୍ଚି ପାରିବ।
https://youtu.be/KzpbKUSitUI
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ମୋଦିଙ୍କୁ ପ୍ରଦାନ କରାଯାଇଥିବା ୨୦ଶ ଅନ୍ତର୍ଜାତୀୟ ସମ୍ମାନ।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
National
ଘର ଲୋକ କେତେ ଭଲ ପାଆନ୍ତି? ନିଜକୁ ନିଜେ ଅପହରଣ କରି ବନ୍ଧା ହେଲା ଯୁବକ
ଡିସେମ୍ବର ୨୦ରେ ପୁଲିସ୍ର ୧୧୨ ହେଲ ନମ୍ବରକୁ ଗୋଟିଏ ଫୋନ କଲ ଆସିବା ପରେ ପୂରା କାହାଣୀ ଆରମ୍ଭ ହୋଇଥିଲା।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
National
୪ ବର୍ଷର ଶିଶୁ ଉପରେ ମାଡ଼ିଗଲା କାର୍, ଡ୍ରାଇଭର ଗିରଫ
ଖେଳୁଥିବା ସମୟରେ ଦ୍ରୁତ ଗତିରେ ଆସି ଶିଶୁଟି ଉପରେ କାର୍ ଚଢ଼ି ଯିବାରୁ ତା'ର ମୃତ୍ୟୁ ହୋଇଛି। ଏହି ମାମଲାରେ ପୁଲିସ ୧୯ ବର୍ଷୀୟ ଡ୍ରାଇଭରକୁ ଗିରଫ କରିଛି।