କମିଶନରେଟ୍ ପୁଲିସର ଅପରେସନ୍ ‘ସାଇଲେଣ୍ଟ ଭାଇପର’ରେ ଫସିବା ପୂର୍ବରୁ ଅ଼ଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ଫାଇଲକୁ ଏକପ୍ରକାର କ୍ଲୋଜ୍ କରି ସାରିଥିଲା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ। ବିବନର ଗିରଫଦାରି ପାଇଁ ସେତେବେଳେ ୫୦ ହଜାର ଟଙ୍କା ପୁରସ୍କାର ଘୋଷଣା କରି ସୁଦ୍ଧା ଫେଲ୍ ମାରିଥିବା ସିବିଆଇକୁ ଏହି ବିଫଳତା ପାଇଁ ହାଇକୋର୍ଟଙ୍କ ଭର୍ତ୍ସନା ବି ଶୁଣିବାକୁ ପଡ଼ିଥିଲା। ଏବେ କମିଶନରଟେ ପୁଲିସର ବିବନ୍ ଝଟକା ପରେ ପ୍ରଶ୍ନ ଉଠୁଛି, ୨୨ ବର୍ଷ ତଳର ଏହି ହାଇପ୍ରୋଫାଇଲ୍ ମାମଲାର ଫାଇଲକୁ ରିଓପନ୍ କରିବ କି ସିବିଆଇ ?
https://www.youtube.com/watch?v=aekIXCD4iYE
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।