ଏଇ ଛୋଟ ପିଲାଟିର କଥା ଆଉ ଏ ମା'ଙ୍କ ଆଖିର ଲୁହ ବଖାଣିଦେଉଛି ସବୁକିଛି। ନିଜ ମନର ସମବେଦନାକୁ ସତେ ଯେମିତି ଲୁହ ଦ୍ୱାରା ହିଁ ଜଣାଇ ଦେଉଛନ୍ତି ଏଇ ମା'। ସତରେ ଭଗବାନ ଯେତେବେଳେ ମଣିଷ ରୂପେ ଆସି ଦୁଃଖ ସମୟରେ ପହଂଚି ଯାଆନ୍ତି ସେତେବେଳେ ଖୁସିର ଲୁହ ଝରିବନି ବା କେମିତି? ଏ ଦୁଃଖର ଲୁହ ନୁହେଁ ଆଜ୍ଞା ଏ ହେଉଛି ଖୁସିର ଲୁହ।
https://youtu.be/q4eCjo4cjVY
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଯାତ୍ରୀବାହୀ ଡଙ୍ଗାକୁ ନୌସେନା ସ୍ପିଡ ବୋଟ ଧକ୍କା ଦେବା ଘଟଣାରେ ୧୩ ମୃତ
ଇଞ୍ଜିନ ଟ୍ରାଏଲ ପାଇଁ ସମୁଦ୍ରରେ ଚକର ମାରୁଥିବା ନୌସେନାର ସ୍ପିଡ ବୋଟଟି ହଠାତ୍ ନିୟନ୍ତ୍ରଣ ହରାଇଥିଲା। ଫଳରେ ଏହା ସାମ୍ନାକୁ ଆସୁଥିବା ଯାତ୍ରୀବାହୀ ଡଙ୍ଗାକୁ ଧକ୍କା ଦେଇଥିଲା।
Politics
‘ଆମ୍ବେଦକର ବିବାଦ’ରେ ସ୍ପଷ୍ଟୀକରଣ ରଖିଲେ ଅମିତ ଶାହ, କହିଲେ- ଇସ୍ତଫା ଦେବିନି
ବିରୋଧୀଙ୍କ ସ୍ୱର ଶାଣିତ ହେଉଥିବା ବେଳେ ଆଜି ସାମ୍ବାଦିକ ସମ୍ମିଳନୀ କରି ପୂରା ବିବାଦ ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଅମିତ ଶାହ। ଏହି ସମୟରେ ସେ କଂଗ୍ରେସକୁ ସମାଲୋଚନା କରିବାକୁ ଆଦୌ ପଛାଇ ନାହାନ୍ତି।
National
ସମୁଦ୍ରରେ ଯାତ୍ରୀବାହୀ ଡଙ୍ଗାକୁ ପିଟିଲା ସ୍ପିଡ୍ ବୋଟ୍
ବର୍ତ୍ତମାନ ସୁଦ୍ଧା ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାରକାରୀ ଦଳ ପାଣି ଭିତରକୁ ୬୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି।
National
୨୦୨୦ରୁ ଜେଲରେ ଥିବା ଉମର ଖାଲିଦଙ୍କୁ ୭ ଦିନ ପାଇଁ ମିଳିଲା ବେଲ୍
ଖାଲିଦ ପାରିବାରିକ ବିବାହ ପାଇଁ ୭ ଦିନର ଜାମିନ ପାଇଛନ୍ତି। ଡିସେମ୍ବର ୨୮ରୁ ଜାନୁଆରୀ ୩ ଯାଏ କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।
Politics
ଅମିତ ଶାହଙ୍କ ବିରୋଧରେ ସ୍ୱାଧିକାର ନୋଟିସ ଦେଲେ ଟିଏମସି ସାଂସଦ
ଅମିତ ଶାହଙ୍କ ବୟାନ ଡ ବିଆର ଆମ୍ବେଦକର ଛାଡ଼ି ଯାଇଥିବା ଛାପକୁ ଅପମାନିତ କରିଛି। ଏପରି ବୟାନ ଗୃହର ମର୍ଯ୍ୟାଦାକୁ ମଧ୍ୟ କ୍ଷତି ପହଞ୍ଚାଇଛି। ଅମିତ ଶାହଙ୍କ ବୟାନ ସଂସଦର ଗାରିମାକୁ ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।