ସରୀସୃପ ବନ୍ୟପ୍ରାଣୀକୁ ଧରି ବିଭିନ୍ନ ସମୟରେ ନିଜର ୟୁଟ୍ୟୁବ ଚ୍ୟାନେଲରେ ଭିଡିଓ ପୋଷ୍ଟ କରି ମଜା ନେଉଥିବା ଯୁବକକୁ ଗିରଫ କରିଛି ସମ୍ବଲପୁର ସଦର, ଯୁଯୁମୁରା ରେଞ୍ଜର ବନ ବିଭାଗ। ଧମା ଥାନା, କରନଝୁଲା ଗାଁର ରାମଚନ୍ଦ୍ର ରଣା ନାମକ ଜଣେ ଯୁବକ ନିଜ ନାଁରେ ଏକ ୟୁଟ୍ୟୁବ ଚ୍ୟାନେଲ ଖୋଲି ସେଥିରେ ନିଜେ ଧରୁଥିବା ବିଭିନ୍ନ ପ୍ରଜାତିର ସରୀସୃପ ବନ୍ୟପ୍ରାଣୀକୁ ନେଇ ୟୁଟ୍ୟୁବ ଚ୍ୟାନେଲ ପ୍ରସାରଣ କରୁଥିଲା। ଏପରି ଏକ ଅପରାଧ ସୂଚନା ପାଇ ସମ୍ବଲପୁର ଏସିଏଫଙ୍କ ନେତୃତ୍ୱରେ ଏକ ଟିମ୍ କରନଝୁଲି ଗାଁକୁ ଯାଇ ରାମଚନ୍ଦ୍ରକୁ ଗିରଫ କରିଥିଲେ। ତାଙ୍କ ଘରୁ ଗୋଟିଏ ଚିତି ସାପ, ୨ଟି ନାଗ ସାପ, ୪ଟି ତେନ୍ତିଳିଆ ନାଗ ସାପ, ୪ଟି ବହୁରୂପୀ ଏଣ୍ଡୁଅକୁ ଜବତ କରିଛି ବନବିଭାଗ।
https://youtu.be/ej_5oDLifsI
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ମୋଦିଙ୍କୁ ପ୍ରଦାନ କରାଯାଇଥିବା ୨୦ଶ ଅନ୍ତର୍ଜାତୀୟ ସମ୍ମାନ।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
National
ଘର ଲୋକ କେତେ ଭଲ ପାଆନ୍ତି? ନିଜକୁ ନିଜେ ଅପହରଣ କରି ବନ୍ଧା ହେଲା ଯୁବକ
ଡିସେମ୍ବର ୨୦ରେ ପୁଲିସ୍ର ୧୧୨ ହେଲ ନମ୍ବରକୁ ଗୋଟିଏ ଫୋନ କଲ ଆସିବା ପରେ ପୂରା କାହାଣୀ ଆରମ୍ଭ ହୋଇଥିଲା।