Videos ଓଡ଼ିଶା ନବୀନ କଲେ ରୋଡ଼ ଶୋ ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦ୍ୱିତୀୟ ଥର ପାଇଁ ପ୍ରଚାର କରିଛନ୍ତି। ଆଜି ସେ ଏକ ରୋଡ ଶୋ କରି ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ନିବେଦନ କରିଛନ୍ତି। Debendra Prusty 07 Nov 2025 15:37 IST Naveen in Nuapada BJD campaign Nuapada Nuapada Odisha Read More ଆମର ନ୍ୟୁଜଲେଟରକୁ ସବସ୍କ୍ରାଇବ କରନ୍ତୁ! Be the first to get exclusive offers and the latest newsବର୍ତ୍ତମାନ ସବସ୍କ୍ରାଇବ କରନ୍ତୁ ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ