ବାରବାଟୀ ଟି-୨୦ ମ୍ୟାଚ୍ ପାଇଁ ଆରମ୍ଭ ହୋଇଛି କାଉଣ୍ଟ ଡାଉନ୍ । ହାତରେ ସପ୍ତାହେ ସମୟ ଥିବାବେଳେ ଆଜି ଅନଲାଇନରେ ଉପଲବ୍ଧ ହେବ ଟିକେଟ । ଗତ ମ୍ୟାଚ୍ ତୁଳନାରେ ଏଥର ଟିକେ୍ଟ ସଂଖ୍ୟା ହ୍ରାସ ପାଇଛି । ଅର୍ଥାତ୍ ୪ହଜାର ପରିବର୍ତ୍ତେ ଏଥର ମାତ୍ର ୨ହଜାର ଟିକେଟ୍ ଦର୍ଶକଙ୍କ ପାଇଁ ଅନଲାଇନରେ ଉପଲବ୍ଧ ହେବ । ସେହିପରି ଅଫଲାଇନରେ ମଧ୍ୟ ଟିକେଟ୍ ସଂଖ୍ୟା କମିଛି । ଷ୍ଟାଡିୟମର କିଛି ଗ୍ୟାଲେରୀ ଦୁର୍ବଳ ଥିବାରୁ ଦର୍ଶକଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଭଳି ପଦକ୍ଷେପ ନିଆଯାଇଥିବା କହିଛନ୍ତି ଓସିଏ କର୍ତ୍ତୃପକ୍ଷ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#online#ticket#barabati#ticket
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us