#ଫେବ୍ରୁଆରୀ_୧୫_ରୁ_୨୫_ଭିତରେ_ଯୁକ୍ତ_ଦୁଇ_ପରୀକ୍ଷା
ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା। ଏନେଇ ସୂଚନା ଦେଲେ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା। ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ। ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ। ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା। ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା। ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#2exam#CHSE#Odisha#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
