Advertisment

କଂଗ୍ରେସକୁ ଧୋଇଲେ ନୂଆ ଦଳ କଥା କହିଲେ | Mohammed Moquim | Odisha Reporter

author-image
Odisha Reporter

#ଏପ୍ରିଲ୍‌_୮ରେ_ମୋକିମ୍‌ଙ୍କ_ନୂଆ_ଦଳ
ଏପ୍ରିଲ୍‌ ୮ରେ ମହମ୍ମଦ ମୋକିମ୍‌ଙ୍କ ନୂଆ ଦଳ ଲଞ୍ଚ୍‌ -ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ ଲଞ୍ଚ କହିଲେ ମୋକିମ୍‌ -ନୂଆ ଦଳର ନାଁ ‘ଓଡ଼ିଶା ଜନତା କଂଗ୍ରେସ’ ରହିବ କହିଲେ -‘ନୂଆ ଦଳ ଲଞ୍ଚ୍‌ କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ପ୍ରତିନିଧି ଯୋଗଦେବେ’ -ଆସନ୍ତା ରାଜ୍ୟସଭା ନିର୍ବାଚନ ନେଇ ମଧ୍ୟ ରଖିଲେ ପ୍ରତିକ୍ରିୟା -‘ବିଜେଡି ୨୫ ବର୍ଷ ଧରି କଂଗ୍ରେସକୁ ତଳି ତଳାନ୍ତ କରିଛି’ -‘ସେହି ଦଳ ସହ ହାତ ମିଳାଇବା ଅନହୋଲି ଆଲାଏନ୍ସ’ -ଏହା କଂଗ୍ରେସ ପାଇଁ କ୍ଷତି ପହଞ୍ଚାଇବ- ମୋକିମ -‘ତାଙ୍କ ଦଳର ଅନେକ ବିଧାୟକ ଏନେଇ ଅସନ୍ତୁଷ୍ଟ’ -‘ନବୀନ ବାବୁଙ୍କ ସାହାରା ବନିଲା କଂଗ୍ରେସ’
#MohammedMoquim#OdishaJanataCongress#NewPartyLaunch#newpoliticalparty#odishareporter

Advertisment

Odisha Reporter is one of the best Odia news portal in Odisha. Get all the news updates in Odia.

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

Advertisment

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#MohammedMoquim#OdishaJanataCongress#NewPartyLaunch#newpoliticalparty

Odisha National News oriya news today odia khabar oriya samachar odia news live ajira odia news news in odia today news ajira khabar odisha reporter youtube latest oriya news national news in odia Odisha Reporter odia news odia breaking news latest odia news Odisha News