ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ମତଦାନ ଆରମ୍ଭ ହୋଇଯାଇଥିବା ବେଳେ ସଂଧ୍ୟା ୬ଟା ଯାଏଁ ଚାଲିବ। ୧୨୧ଟି ଆସନରେ ଭୋଟ ଦେଉଛନ୍ତି ଜନତା। ପ୍ରଥମ ପର୍ଯ୍ୟାୟରେ ୩ କୋଟି ୭୫ ଲକ୍ଷରୁ ଅଧିକ ଭୋଟର ମତ ସାବ୍ୟସ୍ତ କରିବେ। ୪୩ ହଜାର ୩୪୧ଟି ବୁଥରେ ଭୋଟିଂ ହେଉଛି। ପ୍ରଥମ ପର୍ଯ୍ୟାୟରେ ତେଜସ୍ବୀ ଯାଦବ, ମୈଥିଲି ଠାକୁର, ଖେସାରୀ ଲାଲ ଯାଦବଙ୍କ ଭଳି ଚର୍ଚ୍ଚିତ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେଉଛି।
#OdishaReporter#biharelection#AssemblyElections#biharpolitics
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us