#୯୦_ପ୍ରତିଶତ_ମ୍ୟାପିଂ_ସରିଛି- ମୁଖ୍ୟ ନିର୍ବାଚନ ଅଧିକାରୀ
ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା। ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ୨୦୨୫ ଭୋଟର ତାଲିକାରେ ଅଛନ୍ତି, ୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ। ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ କରିସାରିଛୁ। ଏହାର ଅର୍ଥ ୨୦୨୫ ଭୋଟର ତାଲିକାରେ ଥିବା ୯୦%ଙ୍କୁ ଟ୍ରେସିଂ କରିପାରିଛୁ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#SIR#electioncommission#Mapping#Odisha#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us