#ପରିବାର_ସହ_ଜଗାର_ଦର୍ଶନ_କରିବାକୁ_ଆସିଛି
ଓଡ଼ିଶାରେ ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଥମେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଓ ପରେ କୋଣାର୍କ ଯିବେ ECI। ଆସନ୍ତାକାଲି ରଘୁରାଜପୁର, ଧଉଳି, ଖଣ୍ଡଗିରି, ଉଦୟିଗିରି, ମୁକ୍ତେଶ୍ବର ମନ୍ଦିର ବୁଲିବେ। ୨୯ରେ OUATରେ ବୁଥସ୍ତରୀୟ ଅଧିକାରୀଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#Odisha#ECI#GyaneshKumar#ElectionCommission#GyaneshKumar_OdishaVisit#ECIVisit_Bhubaneswar#Odishareporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us