#ଅକ୍ଟୋବର_24ରେ_ପ୍ରାର୍ଥୀପତ୍ର_ପ୍ରତ୍ୟାହାର_ଶେଷ_ତାରିଖ
ନଭେମ୍ବର ୧୧ ରେ ହେବ ନୂଆପଡା ଉପ ନିର୍ବାଚନ। ନଭେମ୍ବର ୧୪ ଗଣତି ଓ ଫଳାଫଳ । ଅକ୍ଟୋବର ୧୩ ତାରିଖ ଠାରୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା । ଅକ୍ଟୋବର ୨୦ ତାରିଖ ହେଉଛି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ଏ ନେଇ ସୂଚନା ଦେଇଛନ୍ତି ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ ଆର ସନ୍ଥ ଗୋପାଳନ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#odishaelectioncommissioner#nuapadabyelection
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
