#ନୀତିଶଙ୍କ_ଶପଥ_ଗ୍ରହଣ
ବିହାରରେ ପୁଣି ନୀତୀଶ ଯୁଗ। ଆଜି ୧୦ମ ଥର ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର। ପାଟନାର ଐତିହାସିକ ଗାନ୍ଧୀ ମୈଦାନରେ ହେବ ଭବ୍ୟ ଶପଥ ଗ୍ରହଣ ସମାରୋହ। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ରହିବେ।
#PoliticalMilestone#StateLeadership#CoalitionPolitics#HistoricOath#NitishKumarOath_Patna#10thTerm_BiharCM#BiharSwearingIn2025#OdishaReporter
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us