#SI_ନିଯୁକ୍ତି_ଦୁର୍ନୀତିରେ_ସିବିଆଇ_ତଦନ୍ତ_ନିର୍ଦ୍ଦେଶ_ଦେଲେ_ଓଡ଼ିଶା_ସରକାର
ଶେଷରେ ଉତ୍ତରାଖଣ୍ଡରେ ପୁଷ୍କର ସିଂହ ଧାମୀଙ୍କ ପଥ ଆପଣେଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 933 ଏସଆଇ ପଦ ପାଇଁ ନିଯୁକ୍ତି ପରୀକ୍ଷା ଦୁର୍ନୀତିର ଚେର ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ବ୍ୟାପୀଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମାମଲାକୁ କ୍ରାଇମ୍ ବ୍ରାଞ୍ଚ୍ ପରିବର୍ତ୍ତେ ସିବିଆଇକୁ ହସ୍ତାନ୍ତର କରିଛନ୍ତି। ଦୁର୍ନୀତିରେ ସଂପୃକ୍ତ ସମସ୍ତ ଅପରାଧୀଙ୍କୁ ଧରିବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ପ୍ରେସ ବିବୃତିରେ ଦର୍ଶାଇଛି।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#siscam#odisha#policerequirment#MohanMajhi#Odisha#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us