Advertisment

'ଜୟ ଜଗନ୍ନାଥ'ରୁ ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ || Odisha Assembly Budget Session || Odisha Reporter

Advertisment

ଆଜିଠୁ ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ବିଧାନସଭାରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ରଖିଲେ ଅଭିଭାଷଣ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ । ଅଭିଭାଷରେ ଏହିସବୁ କଥା କହିଲେ ରାଜ୍ୟପାଳ ।
* ବିକଶିତ ଭାରତର ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍
* ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ
* ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ କେନ୍ଦ୍ରରୁ ଓଡ଼ିଶାକୁ ବଡ଼ ପ୍ରକଳ୍ପ ମିଳୁଛି
* ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା
* ରାଜ୍ୟରେ ରାସ୍ତାର ଆଧୁନିକୀକରଣ କରାଯାଉଛି
* ଜୟଦେବ ବିହାର-ନନ୍ଦନକାନନ ରାସ୍ତା ଫ୍ଲାଏଓଭର ହେବ
* ଭିତ୍ତିଭୂମି ସୁଦୃଢ଼ କରିବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ
#odishareporter#odishaassemblysession
Odisha Reporter is one of the best Odia news portal in Odisha. Get all the news updates in Odia.

Advertisment

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter

Advertisment
Odisha Odisha Reporter Odisha News National News today news ajira odia news oriya news today Odisha Assembly news Odisha breaking news Odisha political news Odisha Latest News Legislative Assembly Odisha oriya samachar Odisha government news Political Update Odisha Odisha Today News Odisha budget session Odisha assembly budget session 2026 Governor Hari Babu Kambhampati speech budget session highlights Governor speech Odisha Assembly live update Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe