#ଡିକି_ଭାଙ୍ଗି_ଲୁଟିନେଲେ_୧୦ଲକ୍ଷ_ଲୁଟ୍
ଘର ସାମ୍ନାରୁ ସ୍କୁଟି ଡିକି ଭାଙ୍ଗି ୧୦ ଲକ୍ଷ ଲୁଟ୍ । ଏନେଇ କଟକ ଟାଙ୍ଗୀ ଥାନାରେ ଅଭିଯୋଗ ହୋଇଛି । ନପଙ୍ଗ ପଞ୍ଚାୟତ ଇଟୁଆ କୋରକର ଗାଁର ରବୀନ୍ଦ୍ର ତ୍ରିପାଠୀ ଜମି କିଣିବା ନିମନ୍ତେ ଟାଙ୍ଗୀ ଏସବିଆଇ ବ୍ୟାଙ୍କରୁ ୧୦ ଲକ୍ଷ ଟଙ୍କା ଉଠାଇ ଘରକୁ ଆସିଥିଲେ । ତାଙ୍କ ଘର ସାମ୍ନାରୁ ସ୍କୁଟି ଡିକି ତାଡି କେହି ୧୦ ଲକ୍ଷ ଟଙ୍କା ନେଇଯାଉଥିବା ଦେଖିବାକୁ ପାଇଥିଲେ। ଦୁଇଟି ବାଇକରେ ୪ଜଣ ଆସି ଏହି ଲୁଟ କରିଥିବା ଅଭିଯୋଗକାରୀ କହିଛନ୍ତି । ଏନେଇ ଟାଙ୍ଗୀ ଥାନାରେ ଅଭିଯୋଗ ପରେ ପୋଲିସ ସିସିଟିଭିଠାରୁ ଆରମ୍ଭ କରି ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି ।
#CrimeNews_Odisha#CuttackPolice_Tangi#CashLoot_CrimeUpdate
#SBI_TangiBranch#LawAndOrderOdisha#DaylightRobbery
#BankWithdrawalSafety#OdishaNewsAlert#odishareporter
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us