ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୪ ଓକିଲ | Ex-BJD MLA Bikram Panda in Court! | Pitabas Panda murder Case |Odisha Reporter
ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ଲଢ଼ିବେ ୪୪ ଓକିଲ । ପୀତବାସ ପଣ୍ଡା ହତ୍ୟା ମାମଲା ଏବେ କୋର୍ଟରେ ପହଞ୍ଚିଛି। ମାମଲାର ମାଷ୍ଟର ମାଇଣ୍ଡ ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ମାମଲା ଲଢ଼ିବେ ୪୪ ଓକିଲ। ଏନେଇ ୱକାଲାତନାମା ଦାଖଲ କରିଛନ୍ତି।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#BikramPanda#PitabasaPanda#MurderCase#CrimeNews#odishareporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
