ପବିତ୍ର ବ୍ୟଞ୍ଜନ ଦ୍ବାଦଶୀ। ପୁରୀର ଗୌରବିହାର ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇଆସୁଛି। ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ ଭକ୍ତି ସହ ପାଳନ କରାଯାଉଛି। ବିଶେଷକରି ଗୌଡ଼ୀୟ ବୈଷ୍ଣବଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନରେ ବ୍ୟଞ୍ଜନ ଦ୍ୱାଦଶୀ ପାଳନ କରାଯାଇଥାଏ। ବହୁବିଧି ବ୍ୟଞ୍ଜନ ପ୍ରସ୍ତୁତ କରିବା ସହ ଶ୍ରୀକୃଷ୍ଣଙ୍କ ଉଦ୍ଧେଶ୍ୟରେ ସମର୍ପଣ କରିଥାନ୍ତି। ଏହା ପରେ ସ୍ୱତନ୍ତ୍ର ପତ୍ରରେ ସମ୍ମିଳିତ ଭାବେ ସମସ୍ତେ ପ୍ରସାଦ ସେବନ କରିଥାନ୍ତି। ପ୍ରତି ବର୍ଷ ପ୍ରାୟ ୬୦୦ରୁ ଅଧିକ ପ୍ରକାରର ବ୍ୟଞ୍ଜନ ଏହି ମଠରେ ପ୍ରସ୍ତୁତ ହୋଇଥାଏ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#puri
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us