#ସାଂଘାତିକ_ଅଭିଯୋଗ_ଆଣିଲେ_ପୀଡିତାଙ୍କ_ବାପା
ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣା । ମେଡିକାଲ୍ କର୍ତ୍ତୃପକ୍ଷ ସହଯୋଗ କରୁ ନଥିବା କହିଲେ ପୀଡ଼ିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି କିଛି ଜଣାଉ ନାହାନ୍ତି କହିଲେ । ସମ୍ବେଦନଶୀଳ ଘଟଣା ହୋଇଥିଲେ ବି ଏଠାକାର ସରକାର ଚୁପ୍ । ଓଡ଼ିଶା ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହୋଇ ସାରନ୍ତାଣି ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#westbengal#medicalstudent#rapecase#odiastudent#VictimFather
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
