#ଭୁବନେଶ୍ୱର_ସୁପରମାର୍ଟରେ_ଭୟଙ୍କର_ଅଗ୍ନିକାଣ୍ଡ
ସୁପରମାର୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ଜଳିପୋଡ଼ି ପାଉଁଶ ହେଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ । ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲିଭାରେ ନିୟୋଜିତ ଅଛି ୨ ଟି ଅଗ୍ନିଶମ ବାହିନୀ ଗାଡି । ତୃତୀୟ ମହଲାରେ ଲାଗିଛି ନିଆଁ ।
#FireMishap#UrbanFire#Firefighters#PropertyDamage#Bhubaneswar#OTV
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us