#ଆଶାୟୀଙ୍କ_ଦୁଃଖ_ଦେଖି_ମୁଣ୍ଡ_ପୂରାଇଲେ_ମୁଖ୍ୟମନ୍ତ୍ରୀ
ବିନା OAS, OFS ଓ ORS ପଦବୀରେ ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା ପାଇଁ ବିଜ୍ଞପ୍ତିକୁ ନେଇ ଆଶାୟୀଙ୍କ ଭିତରେ ଅସନ୍ତୋଷ ଉଗ୍ର ହେବା ଦେଖି ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ ।ପଦବୀ ସମ୍ପର୍କରେ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଲକ୍ଷ ଲକ୍ଷ ଆଶାୟୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଓଡିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷାରେ OAS, ORSକୁ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#OdishaReporter#cmmohanmajhi#ORS#OFS#OAS#ocsnotification#OPSC
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
