ଭକ୍ତ ନିବାସ ଠାରେ ଶ୍ରୀମନ୍ଦିର ପ୍ରକଳ୍ପ ସାଂସ୍କୃତିକ ଏବଂ ପ୍ରକଳ୍ପ ବୈଷୟିକ ଯୁଗ୍ମ କମିଟିର ପ୍ରଥମ ବୈଠକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରର ଅଧାଗଢା ପ୍ରକଳ୍ପ, ଗୁଣ୍ଡିଚା ମନ୍ଦିର ଉନ୍ନତିକରଣ, ବଡଦାଣ୍ଡ ଉନ୍ନତିକରଣ, ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ, ଆଦର୍ଶ ଗୁରୁକୂଳ ଅଗ୍ରଗତି, ଶ୍ରୀମନ୍ଦିର ସେବକ ବାସଗୃହ ପ୍ରକଳ୍ପ ସହ ବିଭିନ୍ନ ନୂତନ ପ୍ରକଳ୍ପ ଉପରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#Odisha#Puri#GajapatiMaharaja#Meeting#odishareporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
