ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା ଅପହଞ୍ଚ ଇଲାକାକୁ ଯିବ ଆମ୍ବୁଲାନ୍ସ || CM Mohan Majhi Launches 150 New 108 Ambulances || Odisha Reporter
ଜରୁରୀକାଳୀନ ସ୍ବାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୪୨୮ ଟି ନୂତନ ୧୦୮ ଆମ୍ବୁଲାନ୍ସ ଯାନର ପ୍ରାବଧାନ ହୋଇଛି। ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି। ଶୁଣନ୍ତୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ କଣ କହୁଛନ୍ତି।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaGovt_Health#EmergencyAmbulance108#MohanCharanMajhi#OdishaHealthcare#AmbulanceService#EmergencyMedicalCare#RuralHealthcare#HealthInfrastructure#428Ambulances_Odisha#108ServiceExpansion_Odisha#CMMajhi_AmbulanceLaunch#Bhubaneswar#Odisha#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us