#ସୁଦାନରୁ_ଫେରିଲେ_ଆଦର୍ଶ_କହିଲେ_ଛାତିଥରା_କାହାଣୀ
ମୁକ୍ତ ହେବା ପରେ ଭାରତ ଫେରିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ। ଜଗତସିଂହପୁର ଜିଲ୍ଲା କୋଟକଣା ଗାଁର ଆଦର୍ଶ ବେହେରା । ଆଜି ଜନ୍ମମାଟିରେ ପହଞ୍ଚିଲେ। ଆବୁଧାବିରୁ ବିମାନ ଯୋଗେ ହାଇଦ୍ରାବାଦ ଓ ସେଠୁ ଭୁବନେଶ୍ୱର ପହଞ୍ଚିଛନ୍ତି। ସୁଦାନରେ ଆଦର୍ଶକଙ୍କୁ ଉଠାଇ ନେଇଥିଲେ ବିଦ୍ରୋହୀ ଆତଙ୍କୀ ସଂଗଠନ RSFର ସଦସ୍ୟ। ପରିବାର ଲୋକଙ୍କ ପାଖକୁ ଆସିଥିବା ଭିଡ଼ିିଓରେ ଆତଙ୍କୀମାନେ ଏକ ଜଙ୍ଗଲରେ ତାଙ୍କୁ ରଖିଥିବା ଦେଖିବାକୁ ମିଳିଥିଲା।
#SudanCrisis#OdishaNews#IndianAbroad#Homecoming#BreakingNews#odishareporter
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
