ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି, ୨୪ ଘଣ୍ଟାରେ ଅବପାତ । କାଲିଠାରୁ ଆରମ୍ଭ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#Weather#Update#Rain#odisha#news#odishareporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
