Advertisment

ପଞ୍ଚାୟତିରାଜ ମନ୍ତ୍ରୀଙ୍କ କାରକୁ ପଛରୁ ଧକ୍କା ଦେଲା ବାଇକ୍ | Odisha Reporter

Advertisment

ପଞ୍ଚାୟତିରାଜ ମନ୍ତ୍ରୀଙ୍କ କାରକୁ ପଛରୁ ଧକ୍କା ଦେଲା ବାଇକ୍ । ଦେବଗଡ଼ ଜିଲ୍ଲା ବଳମଛକରେ ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଘଟାଇଥିବା ବାଇକ ଆରୋହୀ ଗୁରୁତର ଥିବାବେଳେ ମନ୍ତ୍ରୀଙ୍କ ଡ୍ରାଇଭର ଓ ପିଏସଓ ସାମାନ୍ୟ ଆହତ ହୋଇଛନ୍ତି । ଗୁରୁତର ଯୁବକଙ୍କୁ ପ୍ରଥମେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । ମନ୍ତ୍ରୀ ଡାକ୍ତରଖାନାକୁ ଯାଇ ଗୁରୁତରଙ୍କ ସ୍ବାସ୍ଥ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ।
#OdishaReporter#bikehitministercar#deogarh#rabinarayan_minister
Odisha Reporter is one of the best Odia news portal in Odisha. Get all the news updates in Odia.

Advertisment

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter

Advertisment
odia sambad Odia News Odisha National News oriya news today Odia oriya samachar odia news live ajira odia news news in odia today news ajira khabar odisha reporter youtube latest oriya news national news in odia Odisha Reporter odia news odia breaking news latest odia news Odisha News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe