#150ଟି_ଆମ୍ବୁଲାନ୍ସର_ଲୋକାର୍ପଣ_କଲେ_ମୁଖ୍ୟମନ୍ତ୍ରୀ
୧୦୮ ଆମ୍ୱୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ୱୁଲାନ୍ସ, ରାଜ୍ୟବାସୀଙ୍କ ସେବାରେ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ୱୁଲାନ୍ସ ଗଡ଼ିବାର ଯୋଜନା ଅଛି । ପ୍ରଥମ ପର୍ଯ୍ୟାୟରେ ଲୋକାର୍ପିତ ହେଲା ୧୫୦ଟି ନୂଆ ୧୦୮ ଆମ୍ୱୁଲାନ୍ସ ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: https://www.facebook.com/OdishaReporter/
Twitter: https://twitter.com/OdishaReporter
Telegram: https://telegram.me/Odisha_Reporter_official
Instagram: https://www.instagram.com/odishareporter_official/
#OdishaReporter#Odisha#108Ambulance#NewAmbulances#MohanMajhi#OdishaHealth#CMO#108Service#OdishaReporter
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us